ଯାତ୍ରା ପୁସ୍ତକ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ; ତହୁଁ ସେ ଯାଇ ପରମେଶ୍ଵରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ଵନ କଲେ। Gade chapit laଓଡିଆ ବାଇବେଲ27 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ। Gade chapit laପବିତ୍ର ବାଇବଲ27 ସଦାପ୍ରଭୁ ହାରୋଣକୁ କହିଲେ, “ତୁମ୍ଭେ ମୋଶାଙ୍କ ସହିତ ସାକ୍ଷାତ କରିବା ନିମିତ୍ତ ମରୁଭୂମିକୁ ଯାଅ।” ତେଣୁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ବନ କଲେ। Gade chapit la |