Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

28 ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭକୁ କାହିଁକି ପଠାଇଛନ୍ତି। ମୋଶା ହାରୋଣଙ୍କୁ ସମସ୍ତ ଅ‌ଦ୍‌ଭୂତ କାର୍ଯ୍ୟମାନ ଦେଖାଇଲେ ଏବଂ ସଦାପ୍ରଭୁ କହିଥିବା ସମସ୍ତ କଥା ତାଙ୍କୁ କହିଲେ।

Gade chapit la Kopi




ଯାତ୍ରା ପୁସ୍ତକ 4:28
7 Referans Kwoze  

ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।


“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”


ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”


ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।


ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।


Swiv nou:

Piblisite


Piblisite