ଯାତ୍ରା ପୁସ୍ତକ 4:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ। Gade chapit laଓଡିଆ ବାଇବେଲ30 ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ। Gade chapit laପବିତ୍ର ବାଇବଲ30 ଏହା ପରେ ହାରୋଣ ଲୋକମାନଙ୍କୁ କହିଲେ, ସେ ସେହି ପ୍ରାଚୀନବର୍ଗକୁ ସମସ୍ତ କଥା କହିଲେ ଯାହାସବୁ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଏହା ପରେ ମୋଶା ତାଙ୍କର ପ୍ରମାଣ ଲୋକମାନଙ୍କୁ ଜଣାଇଲେ। Gade chapit la |