ଯାତ୍ରା ପୁସ୍ତକ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର; ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା। Gade chapit laଓଡିଆ ବାଇବେଲ5 ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା। Gade chapit laପବିତ୍ର ବାଇବଲ5 ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ଆଶାବାଡ଼ିଟିକୁ ଏହିପରି ବ୍ୟବହାର କର ଏଥିରେ ସେମାନେ ବିଶ୍ୱାସ କରିବେ ଯେ ତୁମ୍ଭେ ସଦାପ୍ରଭୁଙ୍କୁ ଦେଖିଅଛ। ଯିଏକି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ୱର, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ଅଟନ୍ତି।” Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’