Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।

Gade chapit la Kopi

ପବିତ୍ର ବାଇବଲ

13 ଏହା ପରେ ହାରୋଣଙ୍କୁ ସେହି ପବିତ୍ର ବସ୍ତ୍ର ପରିଧାନ କରାଅ। ତା'ପରେ ତାକୁ ଅଭିଷିକ୍ତ ଓ ଉତ୍ସର୍ଗିତ କର ଏବଂ ସେ ମୋର ଯାଜକ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 40:13
13 Referans Kwoze  

ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ।


ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”


ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।


ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;


Swiv nou:

Piblisite


Piblisite