Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।

Gade chapit la Kopi

ପବିତ୍ର ବାଇବଲ

17 ଦ୍ୱିତୀୟ ବର୍ଷର ମାସର ପ୍ରଥମ ଦିନରେ ପବିତ୍ର ତମ୍ବୁ ସ୍ଥାପିତ ହୋଇଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 40:17
9 Referans Kwoze  

ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;


ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।


ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।


ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,


ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା


ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।


“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।


Swiv nou:

Piblisite


Piblisite