ଯାତ୍ରା ପୁସ୍ତକ 40:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; Gade chapit laପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; Gade chapit laଓଡିଆ ବାଇବେଲ20 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; Gade chapit laପବିତ୍ର ବାଇବଲ20 ଏହା ପରେ ମୋଶା ନିୟମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧ୍ୟରେ ରଖିଲେ। ସେ ସାଙ୍ଗୀକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡ଼ାଇ ଦେଲେ। Gade chapit la |