Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୋଟୀ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

23 ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।

Gade chapit la Kopi

ପବିତ୍ର ବାଇବଲ

23 ଏହା ପରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଦର୍ଶନୀୟ ରୋଟୀର ଆୟୋଜନ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁଯାୟୀ ଏହା କରାଗଲା।

Gade chapit la Kopi




ଯାତ୍ରା ପୁସ୍ତକ 40:23
8 Referans Kwoze  

ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।


ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।


କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି।


ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ


ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।


ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ।


ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।


Swiv nou:

Piblisite


Piblisite