Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ଵରେ ସମାଗମ-ତମ୍ଵୁରେ ଦୀପବୃକ୍ଷ ରଖିଲେ

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ

Gade chapit la Kopi

ପବିତ୍ର ବାଇବଲ

24 ଏହା ପରେ ମୋଶା ଦୀପରୁଖା ସେହି ସମାଗମ-ତମ୍ବୁରେ ରଖିଥିଲେ। ଏହାର ମୁହଁ ଟେବୁଲ ଆଡ଼କୁ କରି ସେ ଦକ୍ଷିଣ ପାର୍ଶ୍ୱରେ ଏହାକୁ ରଖିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 40:24
13 Referans Kwoze  

ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।


ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।


ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।


ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।


ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।


ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।


ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।


Swiv nou:

Piblisite


Piblisite