Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ

Gade chapit la Kopi

ଓଡିଆ ବାଇବେଲ

28 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ

Gade chapit la Kopi

ପବିତ୍ର ବାଇବଲ

28 ଏହା ପରେ ମୋଶା ପବିତ୍ର ତମ୍ବୁର ପ୍ରବେଶ ପଥରେ ଆଚ୍ଛାଦନ ବସ୍ତ୍ର ଟାଙ୍ଗିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 40:28
9 Referans Kwoze  

ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।


ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।


ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।


Swiv nou:

Piblisite


Piblisite