Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ରଖି ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।

Gade chapit la Kopi

ପବିତ୍ର ବାଇବଲ

3 ତା’ ମଧ୍ୟରେ ସାକ୍ଷ ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 40:3
16 Referans Kwoze  

ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ


ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।


ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।


ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍‍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।


ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;


କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।


ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,


ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।


ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।


Swiv nou:

Piblisite


Piblisite