Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।

Gade chapit la Kopi

ଓଡିଆ ବାଇବେଲ

30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।

Gade chapit la Kopi

ପବିତ୍ର ବାଇବଲ

30 ଏହା ପରେ ସେ ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖିଲେ ଓ ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଭର୍ତ୍ତି କଲେ।

Gade chapit la Kopi




ଯାତ୍ରା ପୁସ୍ତକ 40:30
7 Referans Kwoze  

ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।


ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।


ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।


Swiv nou:

Piblisite


Piblisite