Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ଆବାସ ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।

Gade chapit la Kopi

ଓଡିଆ ବାଇବେଲ

36 ପୁଣି, ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।

Gade chapit la Kopi

ପବିତ୍ର ବାଇବଲ

36 ଯେତେବେଳେ ମେଘ ପବିତ୍ର ତମ୍ବୁରୁ ଦୂରକୁ ଗତି କଲା, ଇସ୍ରାଏଲର ଲୋକମାନେ ମଧ୍ୟ ଗତି କଲେ।

Gade chapit la Kopi




ଯାତ୍ରା ପୁସ୍ତକ 40:36
11 Referans Kwoze  

ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।


ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।


କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,


ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।


ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।


ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।


Swiv nou:

Piblisite


Piblisite