Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଊର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

37 ମାତ୍ର ମେଘ ଯେତେବେଳେ ଉର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଉର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

37 କିନ୍ତୁ ଯେତେବେଳେ ମେଘ ସେହି ପବିତ୍ର ତମ୍ବୁକୁ ଆଚ୍ଛାଦନ କରିଥିଲା, ଲୋକମାନେ ସେତେବେଳେ ଚେଷ୍ଟା କରି ନ ଥିଲେ ଯିବା ପାଇଁ, ସେମାନେ ସେହିଠାରେ ମେଘ ଯିବା ପର୍ଯ୍ୟନ୍ତ ରହିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 40:37
2 Referans Kwoze  

ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।


Swiv nou:

Piblisite


Piblisite