Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସମାଗମ-ତମ୍ଵୁର ଆବାସ ଦ୍ଵାର ସମ୍ଵୁଖରେ ହୋମବେଦିରଖିବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।

Gade chapit la Kopi

ପବିତ୍ର ବାଇବଲ

6 “ଆଉ ସମାଗମ-ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖରେ ହୋମବଳି ରଖିବ।

Gade chapit la Kopi




ଯାତ୍ରା ପୁସ୍ତକ 40:6
11 Referans Kwoze  

ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।


ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।


ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।


ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।


Swiv nou:

Piblisite


Piblisite