Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଲୋକମାନେ ପାଳ ବଦଳେ କୁଟା ସମ୍ପାଦିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ

12 ତେଣୁ ଲୋକମାନେ ମିଶରର ଗ୍ଭରିଆଡ଼େ ବୁଲି ପାଳ ସଂଗ୍ରହ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 5:12
9 Referans Kwoze  

କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।


ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।


ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।


ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।


ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।


ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”


ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”


Swiv nou:

Piblisite


Piblisite