Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ ?”

Gade chapit la Kopi

ପବିତ୍ର ବାଇବଲ

14 ଫାରୋଙ୍କର ମୁନିବମାନେ, ତଦାରଖକାରୀମାନଙ୍କୁ ଲୋକମାନଙ୍କ ଉପରେ ନିଯୁକ୍ତ କଲେ। ସେମାନେ କ୍ରୀତଦାସମାନଙ୍କୁ ଗ୍ଭବୁକ ମାରି କହିଲେ, “କାହିଁକି ତୁମ୍ଭେମାନେ ଯେତେ ଇଟା ନିର୍ମାଣ କରୁଥିଲ, ସେତିକି ଇଟା ନିର୍ମାଣ କରୁ ନାହଁ? ପୂର୍ବରୁ ତୁମ୍ଭେମାନେ ଇଟା ତିଆରି କରିପାରୁଥିଲ, ଏବେ କାହିଁକି କରି ପାରିବ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 5:14
5 Referans Kwoze  

ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।


ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,


ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”


ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?


ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।


Swiv nou:

Piblisite


Piblisite