Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 “ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଷ୍ଟକରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।

Gade chapit la Kopi

ଓଡିଆ ବାଇବେଲ

19 ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”

Gade chapit la Kopi

ପବିତ୍ର ବାଇବଲ

19 ଇସ୍ରାଏଲୀୟ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଜାଣିଲେ ଯେ ସେମାନେ ଅସୁବିଧାରେ ପଡ଼ିଗଲେ ଏବଂ ସେମାନେ ଜାଣିଲେ ଯେ ସେମାନେ ପୂର୍ବପରି ସେତିକି ସଂଖ୍ୟକ ଇଟା ତିଆରି କରି ପାରିବେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 5:19
6 Referans Kwoze  

ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’


ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”


ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;


Swiv nou:

Piblisite


Piblisite