ଯାତ୍ରା ପୁସ୍ତକ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଫାରୋ କହିଲେ, ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଛାଡ଼ି ଦେବୁ? ଆମ୍ଭେ ସଦାପ୍ରଭୁକୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଛାଡ଼ି ଦେବୁ ନାହିଁ। Gade chapit laଓଡିଆ ବାଇବେଲ2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।” Gade chapit laପବିତ୍ର ବାଇବଲ2 କିନ୍ତୁ ଫାରୋ କହିଲେ, “ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି ନାହିଁ।” Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”