ଯାତ୍ରା ପୁସ୍ତକ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର। Gade chapit laଓଡିଆ ବାଇବେଲ11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ଯିବାକୁ ଦିଅ।” Gade chapit laପବିତ୍ର ବାଇବଲ11 “ମିଶରର ରାଜା ଫାରୋଙ୍କୁ ଯାଇ କୁହ, ତାଙ୍କର ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ପଠେଇ ଦେବା ପାଇଁ।” Gade chapit la |