ଯାତ୍ରା ପୁସ୍ତକ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ। Gade chapit laଓଡିଆ ବାଇବେଲ13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ। Gade chapit laପବିତ୍ର ବାଇବଲ13 କିନ୍ତୁ ସଦାପ୍ରଭୁ ଇସ୍ରାଏଲର ସନ୍ତାନଗଣଙ୍କୁ କହିବା ପାଇଁ ମୋଶା ଓ ହାରୋଣଙ୍କୁ ଆଜ୍ଞା ଦେଲେ। ସେ ମିଶରର ରାଜା ଫାରୋଙ୍କ ନିକଟକୁ ଯିବା ପାଇଁ ଏବଂ ଇସ୍ରାଏଲୀୟ ସନ୍ତାନଗଣଙ୍କୁ ମିଶରରୁ ବାହାର କରି ଆଣିବା ପାଇଁ ସେମାନଙ୍କୁ ଆଜ୍ଞା ଦେଲେ। Gade chapit la |