Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଶିମୀୟୋନର ପୁତ୍ର ଯିମୂୟେଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ଶିମିୟୋନଙ୍କର ପୁତ୍ର ଯିମୂୟେଲ, ଯାମୀନ୍ ଓ ଓହଦ୍, ଯାଖୀନ୍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୈାଲ, ଏମାନେ ଥିଲେ ଶିମିୟୋନଙ୍କର ବଂଶ।

Gade chapit la Kopi




ଯାତ୍ରା ପୁସ୍ତକ 6:15
3 Referans Kwoze  

ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍‍, ଯାରୀବ, ସେରହ, ଶୌଲ;


ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।


Swiv nou:

Piblisite


Piblisite