Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍‍ନି ଓ ଶିମୀୟି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନ ଲିବ୍‍ନି ଓ ଶିମୀୟି।

Gade chapit la Kopi

ପବିତ୍ର ବାଇବଲ

17 ଗେର୍ଶୋନଙ୍କର ଦୁଇଜଣ ସନ୍ତାନ ଥିଲେ, ଲି‌ବ୍‌ନି ଓ ଶିମିୟି।

Gade chapit la Kopi




ଯାତ୍ରା ପୁସ୍ତକ 6:17
6 Referans Kwoze  

ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।


ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।


ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍‍ ଓ ଶିମୀୟି।


ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।


ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;


ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।


Swiv nou:

Piblisite


Piblisite