ଯାତ୍ରା ପୁସ୍ତକ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା ; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା। Gade chapit laଓଡିଆ ବାଇବେଲ20 ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା। Gade chapit laପବିତ୍ର ବାଇବଲ20 ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ୍ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକେବଦ। ଏଣୁ ଅମ୍ରମ୍ ଆଉ ଯୋକେବଦ ହାରୋଣ ଓ ମୋଶାଙ୍କୁ ଜନ୍ମ ଦେଲେ। Gade chapit la |