ଯାତ୍ରା ପୁସ୍ତକ 6:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ପୁଣି ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ ଓ ଅବୀହୂ ଓ ଇଲୀୟାସର ଓ ଈଥାମରକୁା ପ୍ରସବ କଲା। Gade chapit laଓଡିଆ ବାଇବେଲ23 ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା। Gade chapit laପବିତ୍ର ବାଇବଲ23 ହାରୋଣ ଇଲୀଶେବାକୁ ବିବାହ କଲେ। ଇଲୀଶେବା ଥିଲେ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିୟାସର ଓ ଈଥାମରକୁ ପ୍ରସବ କଲା। Gade chapit la |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।