Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?

Gade chapit la Kopi

ଓଡିଆ ବାଇବେଲ

30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ?”

Gade chapit la Kopi

ପବିତ୍ର ବାଇବଲ

30 କିନ୍ତୁ ମୋଶା ଉତ୍ତର ଦେଲେ, “ମୁଁ ଜଣେ ଅତି ମନ୍ଦ ବକ୍ତା, ରାଜା ମୋ’ କଥା ଶୁଣିବେ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 6:30
6 Referans Kwoze  

ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”


ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


Swiv nou:

Piblisite


Piblisite