ଯାତ୍ରା ପୁସ୍ତକ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ। Gade chapit laଓଡିଆ ବାଇବେଲ7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।” Gade chapit laପବିତ୍ର ବାଇବଲ7 ତୁମ୍ଭେମାନେ ଆମ୍ଭର ଲୋକ ହେବ। ଏବଂ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା। ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ। ଏବଂ ତୁମ୍ଭେ ଜାଣିବ ଯେ, ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କ ଦାଉରୁ ରକ୍ଷା କରିବା। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”