Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।

Gade chapit la Kopi

ଓଡିଆ ବାଇବେଲ

15 ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।

Gade chapit la Kopi

ପବିତ୍ର ବାଇବଲ

15 ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 7:15
7 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।


ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।


ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;


Swiv nou:

Piblisite


Piblisite