ଯାତ୍ରା ପୁସ୍ତକ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ଵାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ଵାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ। Gade chapit laଓଡିଆ ବାଇବେଲ17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, “ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।” Gade chapit laପବିତ୍ର ବାଇବଲ17 ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥିରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀରେ ଜଳକୁ ମୋର ଆଶାବାଡ଼ିରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତ୍ତେ ରକ୍ତ ପ୍ରବାହୀତ ହେବ। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।