ଯାତ୍ରା ପୁସ୍ତକ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’” Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀଜଳ ପାନ କରିବାକୁ ଘୃଣା କରିବେ। Gade chapit laଓଡିଆ ବାଇବେଲ18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ। Gade chapit laପବିତ୍ର ବାଇବଲ18 ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’” Gade chapit la |