ଯାତ୍ରା ପୁସ୍ତକ 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’” Gade chapit laପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସରଦେଶୀୟ ଜଳ ଉପରେ, ଅର୍ଥାତ୍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ। Gade chapit laଓଡିଆ ବାଇବେଲ19 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।” Gade chapit laପବିତ୍ର ବାଇବଲ19 ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା'ର ଆଶାବାଡ଼ିକୁ ହାତରେ ଧରି ଏବଂ ଜଳଧାରଗୁଡ଼ିକୁ ଯଥା ନଦୀ, ହ୍ରଦ ଓ କେନାଲ ଯେଉଁଠାରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତେବେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ରରେ ଥିବା ଜଳସବୁ ରକ୍ତରେ ପରିଣତ ହେଲା।” Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।