ଯାତ୍ରା ପୁସ୍ତକ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା। Gade chapit laଓଡିଆ ବାଇବେଲ21 ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା। Gade chapit laପବିତ୍ର ବାଇବଲ21 ନଦୀର ମତ୍ସ୍ୟମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ଯୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନ ଥିଲେ। ମିଶରର ସବୁଆଡ଼େ ଜଳଭାଗ ରକ୍ତରେ ପରିଣତ ହୋଇଗଲା। Gade chapit la |