ଯାତ୍ରା ପୁସ୍ତକ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସମସ୍ତ ମିସରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି ସମସ୍ତ ମିସ୍ରୀୟ ଲୋକେ ନଦୀଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ। Gade chapit laଓଡିଆ ବାଇବେଲ24 ପୁଣି, ସମସ୍ତ ମିସ୍ରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ। Gade chapit laପବିତ୍ର ବାଇବଲ24 ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରି ନ ଥିଲେ। ତେଣୁ ସେମାନେ ନଦୀମାନଙ୍କରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ। Gade chapit la |