Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।

Gade chapit la Kopi

ଓଡିଆ ବାଇବେଲ

11 ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।

Gade chapit la Kopi

ପବିତ୍ର ବାଇବଲ

11 ବେଙ୍ଗମାନେ ତୁମ୍ଭକୁ, ତୁମ୍ଭର ଗୃହକୁ, ତୁମ୍ଭର ଲୋକମାନଙ୍କୁ ଏବଂ ତୁମ୍ଭର କର୍ମଗ୍ଭରୀମାନଙ୍କୁ ଛାଡ଼ି ପଳାଇବେ। ସେମାନେ କେବଳ ନଦୀରେ ରହିବେ।”

Gade chapit la Kopi




ଯାତ୍ରା ପୁସ୍ତକ 8:11
7 Referans Kwoze  

ତେବେ ମୋଶା ଫାରୋଙ୍କୁ କହିଲେ, “ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”


ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;


ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।


ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”


ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।


Swiv nou:

Piblisite


Piblisite