ଯାତ୍ରା ପୁସ୍ତକ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ। Gade chapit laଓଡିଆ ବାଇବେଲ13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ। Gade chapit laପବିତ୍ର ବାଇବଲ13 ଏବଂ ମୋଶା ଯାହା ଗ୍ଭହିଁଲେ ସଦାପ୍ରଭୁ ସେହିପରି କଲେ। ଯେଉଁ ବେଙ୍ଗମାନେ ଘରେ, ଅଗଣାରେ ଏବଂ ଜମିରେ ଥିଲେ ସେଗୁଡ଼ିକ ମରିଗଲେ। Gade chapit la |