Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।

Gade chapit la Kopi

ପବିତ୍ର ବାଇବଲ

17 ସେମାନେ ସେହିପରି କଲେ। ହାରୋଣ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କଲେ ଏବଂ ମିଶରରେ ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଗଲା। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ବ୍ୟାପିଗଲେ।

Gade chapit la Kopi




ଯାତ୍ରା ପୁସ୍ତକ 8:17
7 Referans Kwoze  

ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”


ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”


ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।


Swiv nou:

Piblisite


Piblisite