Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେବେ ତୁମ୍ଭେ ସେମାନଙ୍କୁ ଛାଡ଼ି ଦେବା ପାଇଁ ଅସମ୍ମତ ହେବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ଵାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ତ ଦେବା।

Gade chapit la Kopi

ଓଡିଆ ବାଇବେଲ

2 କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।

Gade chapit la Kopi

ପବିତ୍ର ବାଇବଲ

2 ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଛାଡ଼ିବାକୁ ମନା କରିବ, ତେବେ ମୁଁ ମିଶରକୁ ସମ୍ପୂର୍ଣ୍ଣ ବେଙ୍ଗରେ ପରିପୂର୍ଣ୍ଣ କରି ଦେବି।

Gade chapit la Kopi




ଯାତ୍ରା ପୁସ୍ତକ 8:2
7 Referans Kwoze  

ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।


ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।


ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;


Swiv nou:

Piblisite


Piblisite