Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ବିଶେଷ କରିବା; କାଲି ଏହି ଚିହ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

23 ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ

23 ତେଣୁ ଆସନ୍ତାକାଲିଠାରୁ ମୁଁ ମୋର ଲୋକମାନଙ୍କୁ ତୁମ୍ଭର ଲୋକମାନଙ୍କଠାରୁ ଭିନ୍ନ ଭାବରେ ବ୍ୟବହାର କରିବି ଏବଂ ତାହା ମୋର ପ୍ରମାଣ ସ୍ୱରୂପ ହେବ।’”

Gade chapit la Kopi




ଯାତ୍ରା ପୁସ୍ତକ 8:23
6 Referans Kwoze  

ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।


ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’


ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”


ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।


ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”


Swiv nou:

Piblisite


Piblisite