ଯାତ୍ରା ପୁସ୍ତକ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)26 ତହିଁରେ ମୋଶା କହିଲେ, ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁଣ? Gade chapit laଓଡିଆ ବାଇବେଲ26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ ? Gade chapit laପବିତ୍ର ବାଇବଲ26 କିନ୍ତୁ ମୋଶା କହିଲେ, “ଏହା କଦାପି ଠିକ୍ ହେବ ନାହିଁ। ମିଶରବାସୀମାନେ ଭାବିବେ ଯେ, ପଶୁମାନଙ୍କୁ ମାରି ବଳିଦାନ କରିବା, ଏକ ଭୟଙ୍କର କାର୍ଯ୍ୟ ହେବ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯଦି ଆମ୍ଭେ ଏପରି କାର୍ଯ୍ୟ ଏହିଠାରେ କରୁ ତେବେ ମିଶରବାସୀ ଆମ୍ଭମାନଙ୍କୁ ଦେଖିବେ, ଏବଂ ସେମାନେ ଆମ୍ଭମାନଙ୍କ ଉପରକୁ ପଥର ଫୋପାଡ଼ିବେ। Gade chapit la |
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’