Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।

Gade chapit la Kopi

ଓଡିଆ ବାଇବେଲ

30 ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ

30 ତେଣୁ ମୋଶା ଫାରୋଙ୍କ ନିକଟରୁ ବିଦାୟ ନେଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।

Gade chapit la Kopi




ଯାତ୍ରା ପୁସ୍ତକ 8:30
5 Referans Kwoze  

ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।


ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।


ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,


Swiv nou:

Piblisite


Piblisite