ଯାତ୍ରା ପୁସ୍ତକ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁତୁମ୍ଭେ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।” Gade chapit laପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ ଫାରୋଙ୍କ ନିକଟକୁ ଯାଇ କହିବାକୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରି ପାରିବେ। Gade chapit la |
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’