Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଛିଡ଼ା ହେଲେ; ପୁଣି ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ମୋଶା ଓ ହାରୋଣ ଏକ ଭାଟିରୁ ଭସ୍ମ ନେଲେ। ଏବଂ ସେମାନେ ଫାରୋଙ୍କ ସମ୍ମୁଖରେ ଛିଡ଼ା ହୋଇ ଆକାଶକୁ ଉଡ଼ାଇ ଦେଲେ। ଏହା ପରେ ଯନ୍ତ୍ରଣାଦାୟକ ଦାହଯୁକ୍ତ ବଥମାନ ମନୁଷ୍ୟ ଓ ପଶୁମାନଙ୍କଠାରେ ଦେଖା ଦେଲା।

Gade chapit la Kopi




ଯାତ୍ରା ପୁସ୍ତକ 9:10
4 Referans Kwoze  

ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।


ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”


ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।


Swiv nou:

Piblisite


Piblisite