Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେମୋଶାଙ୍କ ସାକ୍ଷାତରେ ଛିଡ଼ା ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।

Gade chapit la Kopi

ଓଡିଆ ବାଇବେଲ

11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।

Gade chapit la Kopi

ପବିତ୍ର ବାଇବଲ

11 ସେହି ବଥ ସକାଶେ ମନ୍ତ୍ରଜ୍ଞମାନେ ମୋଶାଙ୍କ ସମ୍ମୁଖୀନ ହୋଇ ପାରିଲେ ନାହିଁ। ପ୍ରତ୍ୟେକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ୟାପିଗଲା।

Gade chapit la Kopi




ଯାତ୍ରା ପୁସ୍ତକ 9:11
8 Referans Kwoze  

ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।


ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”


ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।


ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।


Swiv nou:

Piblisite


Piblisite