Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ଏତେବେଳକୁ ଆମ୍ଭେ ଆପଣା ହସ୍ତ ବିସ୍ତାର କରିମହାମାରୀ ଦ୍ଵାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;

Gade chapit la Kopi

ଓଡିଆ ବାଇବେଲ

15 କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;

Gade chapit la Kopi

ପବିତ୍ର ବାଇବଲ

15 ବର୍ତ୍ତମାନ ସୁଦ୍ଧା, ମୋର ପରାକ୍ରମ ଦ୍ୱାରା ଏକ ରୋଗଦ୍ୱାରା ତୁମ୍ଭଙ୍କୁ ଏବଂ ତୁମ୍ଭର ଲୋକମାନଙ୍କୁ ଶେଷ କରି ସାରନ୍ତିଣି।

Gade chapit la Kopi




ଯାତ୍ରା ପୁସ୍ତକ 9:15
13 Referans Kwoze  

ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।


ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।


ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।


ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।


ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।


ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।


ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।


Swiv nou:

Piblisite


Piblisite