ଯାତ୍ରା ପୁସ୍ତକ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)17 ଏବେ ହେଁ ତୁମ୍ଭେ କି ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ? Gade chapit laଓଡିଆ ବାଇବେଲ17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ? Gade chapit laପବିତ୍ର ବାଇବଲ17 ତଥାପି ମଧ୍ୟ ତୁମ୍ଭେ ମୋର ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମୋର ଲୋକମାନଙ୍କୁ ମୁକ୍ତ କରୁ ନାହଁ। Gade chapit la |