Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।

Gade chapit la Kopi

ଓଡିଆ ବାଇବେଲ

20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।

Gade chapit la Kopi

ପବିତ୍ର ବାଇବଲ

20 କେତେକ କର୍ମଗ୍ଭରୀ ଫାରୋଙ୍କର, ଯେଉଁମାନେ କି ସଦାପ୍ରଭୁଙ୍କର ଆଜ୍ଞାରେ ଧ୍ୟାନ ଦେଲେ। ସେହି ଲୋକମାନେ ସେମାନଙ୍କର ପଶୁ ଏବଂ ଦାସମାନଙ୍କୁ ଗୃହକୁ ଆଣି ନିରାପଦରେ ରଖିଲେ।

Gade chapit la Kopi




ଯାତ୍ରା ପୁସ୍ତକ 9:20
10 Referans Kwoze  

ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।


ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।


ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!


ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।


ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।


ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।


Swiv nou:

Piblisite


Piblisite