ଯାତ୍ରା ପୁସ୍ତକ 9:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଅଦ୍ୟାପି ସଦାପ୍ରଭୁ ପରମେଶ୍ଵରଙ୍କୁ ଭୟ କରୁ ନାହାନ୍ତି। Gade chapit laଓଡିଆ ବାଇବେଲ30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।” Gade chapit laପବିତ୍ର ବାଇବଲ30 କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଗ୍ଭରୀମାନେ ବାସ୍ତବରେ ଏପର୍ଯ୍ୟନ୍ତ ସଦାପ୍ରଭୁଙ୍କୁ ଭୟ କରୁ ନାହଁ।” Gade chapit la |
ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”