Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନମାନଙ୍କୁ ଛାଡ଼ି ଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

35 ଫାରୋ ପୁଣି ଥରେ ଦୃଢ଼ ହେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ। ମୋଶାଙ୍କୁ ସଦାପ୍ରଭୁ ଯେପରି କହିଥିଲେ ସେହିପରି ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 9:35
4 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”


ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।


ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।


ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


Swiv nou:

Piblisite


Piblisite