Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ-ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କର ପଶୁମାନଙ୍କ ପାଇଁ ଯେପରି ବ୍ୟବହାର କରିବେ, ସେପରି ମିଶରୀୟମାନଙ୍କର ପଶୁମାନଙ୍କୁ ବ୍ୟବହାର କରିବେ ନାହିଁ। ଇସ୍ରାଏଲୀୟମାନଙ୍କର କୌଣସି ପଶୁ ମରିବେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 9:4
10 Referans Kwoze  

ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।


ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।


ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।


ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।


ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”


ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।


କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।


“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।


ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


Swiv nou:

Piblisite


Piblisite