Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ ଭାରୀ ହେଲା ଓ ସେ ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ଫାରୋ ଲୋକମାନଙ୍କୁ ପଠାଇଲେ ଦେଖିବା ପାଇଁ ଯେ ଇସ୍ରାଏଲର କୌଣସି ପଶୁ ମରିଛନ୍ତି କି ନାହିଁ? ମାତ୍ର ଇସ୍ରାଏଲର କୌଣସି ପଶୁ ମରି ନ ଥିଲେ। ତଥାପି ଫାରୋ ଜି‌ଦ୍‌ଖୋର ହୋଇ ରହିଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 9:7
11 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।


ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।


ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।


ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?


ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।


ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।


Swiv nou:

Piblisite


Piblisite